Take a fresh look at your lifestyle.

16 ଅକ୍ଟୋବର ୨୦୧୮ ମଙ୍ଗଳବାର ,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଏହି ୪ଟି ରାଶି ର ଶୁଭ ମୁହୂର୍ତ ଆରମ୍ଭ କଲେ ହନୁମାନ

0 101

ମେଷ

ଏହି ରାଶି ର ବ୍ୟକ୍ତି ମାନେ ନିଜର ବ୍ୟବସାୟ ରେ କ୍ଷେତୀ ହେବାର ସମ୍ଭାବନା ରହିଛି ଆପଣ ସାଇବାବ ଙ୍କୁ ଦର୍ଶନ କରନ୍ତୁ ସବୁ ସମସ୍ୟା ର ସମାଧାନ ହେବ ।ପରିବାରର ସମସ୍ତ ସଦସ୍ୟ ଙ୍କ ଠାରୁ ଭଲପାଇବା ମିଳି ପାରେ ବନ୍ଧୁ ଙ୍କ ସହ ଝଗଡା ହେବାର ସମ୍ଭାବନା ରହିଛି ପାରିବାର ଏକା ହେବାର ସମୟ ରହିଛି ।ନିଜର ମନରେ ବିଶ୍ବସ ଥିଲେ ଆପଣ ଙ୍କ ସବୁ କାର୍ଯ ସଫଳ ହେବେ । ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ହଳଦିଆ । ପ୍ରତିକାର- ଗାଈ କୁ ଖାଇବା ପାଇଁ ଦିଅନ୍ତୁ ।

ବୃଷ

ବୃଷ ରାଶିର ବ୍ୟକ୍ତି ବିଶେଷ ମାନଙ୍କ କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ । ନିଜର ମନୋଭାବ ବଦଳାନ୍ତୁ ନଚେତ୍ ଆପଣ ଫସି ପାରନ୍ତି ।କେତେକ ସ୍ଥାନ ରେ ଆପଣ ପ୍ରତିନ୍ଦଦିତା ଦେଖିବା ପାଇଁ ମିଳିବ ।ଧାର୍ମିକ ଜିନିଷ ଆଡକୁ ମନ ଟାଣିପାରେ ।ଆପଣ ଆଜି କା ଦିନ ରେ ଧାର୍ମିକ କାର୍ଯ୍ଯ ରେ ମନ ଦେବା ସହିତ ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନୀଳ ।ପ୍ରତିକାର- ଚଣା ଡାଲି ମନ୍ଦିରରେ ବାଣ୍ଟନ୍ତୁ ।

ମିଥୁନ

ମିଥୁନ ରାଶି ର ବ୍ୟକ୍ତି ବିଶେଷ ମାନେ କୈଣସି ଘରୋଇ ଅସୁବିଧା ଉପୁଜି ପାରେ । ଆଗରୁ ରହି ଥିବା କାର୍ଯ୍ୟ ସଫଳ ହେବ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ ।ନିଜର ମନରେ ବିଶ୍ବସ ଥିଲେ ଆପଣ ଙ୍କ ସବୁ କାର୍ଯ ସଫଳ ହେବେ । କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ । ଆଜିର ଶୁଭ ରଙ୍ଗ କଳା ।

କର୍କଟ

ଏହି ରାଶି ର ବ୍ୟକ୍ତି ବିଷେଶ ମାନେ ଅନେକ ଅସୁବିଧା କ୍ରମଶଃ ହ୍ରାସ ପାଇବାକୁ ନେଇ ଦୃଢ ଆସାବାଦୀ ଓ ମୋନବଳ ଯୁକ୍ତ ହେବେ ।ଉଚ୍ଛବର୍ଗ ର ଲୋକ ମାନଙ୍କ ସେହ୍ନ ଶ୍ରଦ୍ଧା ଭାଜନ କରିବେ । ସ୍ବପରିବାରଜନଙ୍କ ଭାବମୃର୍ତ୍ତି କୁ ଆଧାର କରି ପତିଆରା ଅକ୍ଷୂର୍ଣ୍ଣ ରଖିହେବ ।ମାଙ୍ଗଳିକ କାର୍ଯ୍ଯ ରେ ଆୟୋଜନ ଆଖି ଦୃଶିଆ ହୋଇପାରେ ।ଶୁଭ ରଙ୍ଗ ନୀଳ ।ପ୍ରତିକାର- ମନ୍ଦିର ରେ କିଛି ବସ୍ତ୍ର ବାଣ୍ଟନ୍ତୁ ନିଶ୍ଚିତ ଭାବେ ସୁଫଳ ମିଳିବ ।

ସିଂହ

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ବେଳେ କିନ୍ତୁ ଦେହ ପ୍ରିଡା ସ୍ପୁତିହାନିକ ର କାରଣ ହେବ ।ବଚନ କୁ କୁସଳତା ଯୋଗ ନିଜକୁ ଉଚ୍ଛସ୍ଥିତି ରେ ସୁରକ୍ଷିତ ରଖିପାରିବା ସମ୍ଭବପର ଅଟେ ।ସମୟ ବହୁ ଦିଗ ରୁ ଅନୁକୂଳ ହେବ ।ନିଜ ସ୍ଥି୍ତି ଗତି ଅସ୍ତିତ୍ବ ପ୍ରତି ଦୃଢ ବିଶ୍ବାସ ରହିବା ଓ ପ୍ରଗତି ର ପଥ ପାଇବାରେ ସମର୍ଥ ହେବେ ।ପରିଶ୍ରମ ର ଫଳ ଭୋଗ କରିପାରିବେ ଓ ସଂତୁଷ୍ଟିତ ହେବେ ।ଆପଣଙ୍କ ପାଇଁ ଆଜିର ଶୁଭ ନାରଙ୍ଗୀ ।ପ୍ରତିକାର- ଲାଲ ସୂତା ହାତରେ ବାନ୍ଧନ୍ତୁ

କନ୍ୟା

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ବଳ ଆର୍ଥିକ କ୍ଷେତି ଲୋକ ମାନଙ୍କ ନିନ୍ଦା ସହିବା କୁ ପଡିବ । ଆୟ ଠାରୁ ବ୍ୟୟ ଅଧିକ ହୋଇପାରେ ପ୍ରେମ ସଂମ୍ପର୍କ ସୁଦୃଢ ରହିବ ।ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।କର୍ମ କ୍ଷେତ୍ର ମଧ୍ୟ ରେ ଦୈଡ ବୃଦ୍ଧି ମଧ୍ୟରେ ଲକ୍ଷ ସ୍ଥଳ ଆଡକୁ ପାଖେଇଯିବେ ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଧଳା ପ୍ରତିକାର- ଗାଈ କୁ ରୁଟି ଖାଇବା ପାଇଁ ଦିଅନ୍ତୁ ।

ତୁଳା

ତୁଳା ରାଶି ର ବ୍ୟକ୍ତି ବିଶେଷ ଉଚ୍ଚ ଶିକ୍ଷା ଯୋଜନା ରେ ଆଗୁସାର ହେବାର ସୁଯୋଗ ପାଇବେ ।ବନ୍ଧୁ ଙ୍କ ସହ ଝଗଡା ହେବାର ସମ୍ଭାବନା ରହିଛି ପାରିବାର ଏକା ହେବାର ସମୟ ରହିଛି ।ବିଦ୍ୟାର୍ଥିମାନଙ୍କପାଇଁ ଅଭ୍ୟାସରେ ସଫଳତା ପ୍ରାପ୍ତ ହେବାରେ ତାଙ୍କର ଉତ୍ସାହରେ ବୃଦ୍ଧି ହେବ।କାମରେ ସନ୍ତୋଷର ଭାବନା ଆସିବ। ବୃଦ୍ଧବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ। ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଗୋଲାପି ।ପ୍ରତିକାର- ସକାଳୁ ଉଠି ଆଗ ଗାଧୋଇ ହୋଇ ସୂର୍ଯ୍ଯଙ୍କୁ ପୂଜା କରନ୍ତୁ ।

ବିଛା

ଏହି ରାଶି ର ବ୍ୟକ୍ତି ମାନେ ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।ମାଙ୍ଗଳିକ କାର୍ଯ୍ଯ ରେ ଆୟୋଜନ ଆଖି ଦୃଶିଆ ହୋଇପାରେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।ପ୍ରବଳ ଆର୍ଥିକ କ୍ଷେତି ଲୋକ ମାନଙ୍କ ନିନ୍ଦା ସହିବା କୁ ପଡିବ । ଆଜିର ଶୁଭ ରଙ୍ଗ ଲାଲି ପ୍ରତିକାର- ବନ୍ଧୁ ଙ୍କୁ ସାହାଯ୍ଯ କରନ୍ତୁ ।

ଧନୁ

ଏହି ରାଶି ର ବ୍ୟକ୍ତି ବିଶେଷ ଅଚାନକ ଯାତ୍ରା କରିବାର ସଂଯୋଗ ହେବ। ତାଙ୍କର ପଛରେ ଖର୍ଚ୍ଚ କରିବାକୁ ପଡ଼ିବ। କାମରେ ସନ୍ତୋଷର ଭାବନା ଆସିବ। ବୃଦ୍ଧବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ। ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନୀଳ । ପ୍ରତିକାର- ଗ୍ରାମ ଦେବତୀ ଙ୍କ ଦର୍ଶନ ପାଇଁ ନିଶ୍ଚିତ ଭାବେ ଜାଆନ୍ତୁ ।

ମକର

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ବିପରୀତ ଲିଙ୍ଗ ପାତ୍ରମାନଙ୍କ ସହିତ ପରିଚୟ କିମ୍ବା ରୋମାନ୍ସର ସମ୍ଭାବନା ଅଛି।ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି ।ମାନସିକ ରୂପରେ ଆଜି ଆପଣର ଉତ୍ସାହର ଅଭାବ ରହିବ, ଆପଣ ଆପଣଙ୍କ ଘର ଲୋକଙ୍କ ସହ ମଧ୍ୟ ଏକ ଗଭୀର ସମ୍ପର୍କ ମୁଳଦୁଆ ରଖିଛନ୍ତି । ଶୁଭ ରଙ୍ଗ କଳା ପ୍ରତିକାର- କେଶର ଚନ୍ଦନ ମୁଣ୍ଡ ରେ ମାରନ୍ତୁ ।

କୁମ୍ଭ

କୁମ୍ଭ ରାଶି ର ବ୍ଯକ୍ତି ବିଷେଶ ମାନେ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ ।ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ଆବଶ୍ୟକ କାମ ପଛରେ ଧନ ଖର୍ଚ୍ଚ ହେବ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଧଳା ।ପ୍ରତିକାର- ଅର୍ଖ ଫୁଲ ମହାଦେବ ଙ୍କୁ ଦିଅନ୍ତୁ ।

ମୀନ

ମୀନ ରାଶି ର ବ୍ୟକ୍ତି ବିଶେଷ ମାନେ ସାଙ୍ଗ ଏବଂ ନିଜ ବନ୍ଧୁମାନଙ୍କ ତରଫରୁ ଭେଟ-ଉପହାର ମିଳିବାର ଆନନ୍ଦ ଅନୁଭବ କରିବେ।ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ ।ଛାତ୍ର ଛାତ୍ରୀ ମାନେ ପରିଶ୍ରମ ଅନୁରୁପ ଫଳ ଲାଭ କରିବେ ।ପ୍ରେମ ବ୍ୟପାରରେ ବିରହ ଜନିତ ଯନ୍ତ୍ରଣା ହେବ ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନାରଙ୍ଗୀ । ପ୍ରତିକାର- ତାରିଣୀ ପାଖରେ ନଡିଆ ଚଢାନ୍ତୁ ।

Leave A Reply

Your email address will not be published.