Take a fresh look at your lifestyle.

୧୮ ଅକ୍ଟୋବର ୨୦୧୮ ଗୁରୁବାର ,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଆଜି ନବମୀ ରେ ମା ଲକ୍ଷ୍ମୀ ଏହି ୪ ରାଶିକୁ ଅଜସ୍ର କୃପା କରିବେ

0 93

ମେଷ

ଏହି ରାଶି ର ବ୍ୟକ୍ତି ମାନେ ଆପଣଙ୍କ ମାନସିକ ଚାପ ବଢ଼ିପାରେ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ ।ଆଜି ଦିନରେ ସାଂଗ ସାଥିମାନଙ୍କ ସହ ଭ୍ରମଣ କିମ୍ବା ଚାପାନ କରି ମାନସିକ କ୍ଳାନ୍ତି ମେଣ୍ଟାଇବେ । ବ୍ୟବସାୟ କ୍ଷେତ୍ର ରେ ଲାବବାନ ହେବେ ଭାଇ ଭଉଣୀ ଙ୍କ ସଂମ୍ପର୍କ ରେ ବାଧା ଉପୁଜି ପାରେ । ଆଜିର ଶୁଭ ରଙ୍ଗ ଗୋଲାପୀ ପ୍ରତିକାର- ପିଲା ମାନଙ୍କୁ ମିଠା ଚକଲେଟ୍ ବାଟନ୍ତୁ ।

ବୃଷ

ବୃଷ ରାଶିର ବ୍ୟକ୍ତି ବିଶେଷ ମାନଙ୍କ ସଂସାରିକ କ୍ଷେତ୍ର ରେ ନିଜର ପ୍ରଭାବ ଦେଖାଇ ଲଜ୍ଜିତ ହୋଇପାରନ୍ତି । ଆଗରୁ ସାଇତି ରଖିଥିବା କିଛି ପୁରୁଣା ଜିନିଷ କ୍ଷେତି ହେବର ସମ୍ଭାବନା ରହିଛି ।ନିଜର ଆଳସ୍ୟ ପାଇଁ ଠକି ଯାଇପରନ୍ତି। ଭାଗ୍ୟ ବହୁତ ସାଥୀ ଦେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପାଇଁ ଆଜି ଲାଭଦାୟୀ ଦିନ ଅଟେ।ଆଜିର ଶୁଭ ରଙ୍ଗ ନାରଙ୍ଗୀ ପ୍ରତିକାର- ବୃଦ୍ଧଙ୍କ ସେବା କରନ୍ତୁ ।ପ୍ରତିକାର- ଅରୁଆ ଚାଉଳ କାଉ ମାନଙ୍କୁ ଦିଅନ୍ତୁ ।

ମିଥୁନ

ମିଥୁନ ରାଶି ର ବ୍ୟକ୍ତି ବିଶେଷ ମାନେ ନିଜର ମାନସିକ ଏକାଗ୍ରତା ବଢିବ ଓ କୈଣସି କ୍ଷେତ୍ର ରେ ଆପଣ ମିତ୍ର ଲାଭ କରିବେ ଆଗରୁ ରହି ଥିବା କାର୍ଯ୍ୟ ସଫଳ ହେବ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ । ଆପଣ ଙ୍କ ପାଇଁ ଆଜିର ଦିନ ଘାତ ଚନ୍ଦ୍ର ଅଛି । ପ୍ରେମ ସଂମ୍ପର୍କ ରେ ବାଧା ଉପୁଜି ପାରେ ।ଆଜିର ଶୁଭ ରଙ୍ଗ ହଳଦିଆପ୍ରତିକାର- ଗ୍ରାମ ଦେବତା ଙ୍କୁ ଜାଇ ଦର୍ଶନ କରନ୍ତୁ ।

କର୍କଟ

ଏହି ରାଶି ର ବ୍ୟକ୍ତି ବିଷେଶ ମାନେ ନିଜର ମନରେ ବିଶ୍ବସ ଥିଲେ ଆପଣ ଙ୍କ ସବୁ କାର୍ଯ ସଫଳ ହେବେ । କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ । କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ । ସ୍ନେହୀଜନଙ୍କର ପ୍ରତିଷ୍ଠାରେ ହାନି ହେବ ରାସ୍ଥାଘାଟ ରେ ଜଗିଛକି ଜାଆନ୍ତୁ । ଆଜିର ଶୁଭ ରଙ୍ଗ ନୀଳ ପ୍ରତିକାର- ଶିବଙ୍କ ପାଖରେ ବେଲ ପତ୍ର ଚଢାନ୍ତୁ ।

ସିଂହ

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଧାର୍ମିକ ଜିନିଷ ଆଡକୁ ମନ ଟାଣିପାରେ ।କୈଣସି ଘରୋଇ ଅସୁବିଧା ଉପୁଜି ପାରେ । ଦୁର ଯାତ୍ରା କରିବାର ସମ୍ବାବନା ରହିଛି ।କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ବ୍ୟବସାୟ କ୍ଷେତ୍ର ରେ ଲାବବାନ ହେବେ ଭାଇ ଭଉଣୀ ଙ୍କ ସଂମ୍ପର୍କ ରେ ବାଧା ଉପୁଜି ପାରେ ।ଆଜିର ଶୁଭ ରଙ୍ଗ ସବୁଜ ତିକାର- ମନ୍ଦିରରେ ଭିକାରିଙ୍କୁ କିଛି ଦାନ କରନ୍ତୁ ।

କନ୍ୟା

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଆପଣଙ୍କ ମାନସିକ ଚାପ ବଢ଼ିପାରେ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ ।କୈଣସି ଦିଗ ରୁ ସାହାଯ୍ଯ ଓ ସହଯୋଗ ପ୍ରାପ୍ତି ନଘଟିଲେ ବି ବାଟ ଚାଲିବାର ତୃପ୍ତି ଆଶ୍ବାଦନ କରିବା ନିଶ୍ଚିତ । କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସ୍ଵସ୍ଥତା କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିପାରନ୍ତି।ଆଜିର ଶୁଭ ରଙ୍ଗ ଗୋଲାପୀ ପ୍ରତିକାର- ଅସହ୍ୟତା ଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା

ତୁଳା ରାଶି ର ବ୍ୟକ୍ତି ବିଶେଷ ସ୍ତ୍ରୀ ଲୋକ ମାନଙ୍କ ପାଇଁ ସ୍ତ୍ରୀ ଜନିତ ରୋଗ ର ସମ୍ଭାବନା ।ଶିକ୍ଷା କ୍ଷେତ୍ରରେ ଆଦୃତି ମମ୍ମାନ ପ୍ରତିଷ୍ଠା ଲାଭ ଭଳି ପ୍ରେରଣା ଦାୟୀ ସୁଯୋଗ ଆସି ପାରେ ।ସାମହିକ କ୍ଳାନ୍ତି ଓ ଶୀରୋପୀଡା ଲାଗି ରହିପାରେ ।ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ । ଆଜିର ଶୁଭ ରଙ୍ଗ ଲାଲି ପ୍ରତିକାର- ନିଷା ଓ ମଦ୍ୟ ପାନ କରନ୍ତୁ ନାହିଁ ।

ବିଛା

ଏହି ରାଶି ର ବ୍ୟକ୍ତି ମାନେ ପରିବାରରେ ଶୁଭ କାର୍ଯ୍ଯ ଅନୁଷ୍ଠିତ ହେବ ।ଅଧ୍ୟୟନ ଅଭିବୃଦ୍ଧି ଯୋଗ ରହିଛି । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ ।ଅନେକ ସମସ୍ୟା ର ସମାଧାନ ଦିଗ ଖୋଲିଯିବ ।ଉଚ୍ଛଶାଯୁକ୍ତ ହେବେ ଓ ଗୁରୁଜନ ଙ୍କ ଆଶ୍ରୀବଦ ମିଳିବ ।କର୍ମ ପ୍ରରଣା ରେ ଉଦ୍ ବୃଦ୍ଧି ହେବ ।ଆଜିର ଶୁଭ ରଙ୍ଗ ଧଳା ପ୍ରତିକାର- ଚଣା ଡାଲି ମନ୍ଦିରରେ ଦାନ କରନ୍ତୁ ।

ଧନୁ

ଏହି ରାଶି ର ବ୍ୟକ୍ତି ବିଶେଷ ଅନେକ ଅସୁବିଧା କ୍ରମଶଃ ହ୍ରାସ ପାଇବାକୁ ନେଇ ଦୃଢ ଆସାବାଦୀ ଓ ମୋନବଳ ଯୁକ୍ତ ହେବେ ।ଉଚ୍ଛବର୍ଗ ର ଲୋକ ମାନଙ୍କ ସେହ୍ନ ଶ୍ରଦ୍ଧା ଭାଜନ କରିବେ । ଛାତ୍ର ଛାତ୍ରୀ ମାନେ ପରିଶ୍ରମ ଅନୁରୁପ ଫଳ ଲାଭ କରିବେ ।ଆଜି ଧାର୍ମିକ ଯାତ୍ରା ହୋଇପାରେ। କର୍ମ କ୍ଷେତ୍ର ରେ ସମସ୍ଯା ଲାଗି ରହିବ ।ଆଜିର ଶୁଭ ରଙ୍ଗ ହଳଦିଆ ପ୍ରତିକାର- କୈଣସି ଧାର୍ମିକ କାର୍ଯ୍ଯ ରେ ଯୋଗ ଦିଅନ୍ତୁ ।

ମକର

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ସ୍ବପରିବାରଜନଙ୍କ ଭାବମୃର୍ତ୍ତି କୁ ଆଧାର କରି ପତିଆରା ଅକ୍ଷୂର୍ଣ୍ଣ ରଖିହେବ ।ମାଙ୍ଗଳିକ କାର୍ଯ୍ଯ ରେ ଆୟୋଜନ ଆଖି ଦୃଶିଆ ହୋଇପାରେ । ପରିଜନମାନେ ଆପଣଙ୍କ ସହିତ ଆଜି ଆନନ୍ଦ ପୂର୍ବକ ସମୟ ବିତାଇବେ। ବେଳେ କିନ୍ତୁ ଦେହ ପ୍ରିଡା ସ୍ପୁତିହାନିକ ର କାରଣ ହେବ ।ଆଜିର ଶୁଭ ରଙ୍ଗ ନାରଙ୍ଗୀ ପ୍ରତିକାର- ମା ସୋନ୍ତସି ଙ୍କ ପୂଜା ଅର୍ଚ୍ଚନା କରନ୍ତୁ ।

କୁମ୍ଭ

କୁମ୍ଭ ରାଶି ର ବ୍ଯକ୍ତି ବିଷେଶ ମାନେ ବଚନ କୁ କୁସଳତା ଯୋଗ ନିଜକୁ ଉଚ୍ଛସ୍ଥିତି ରେ ସୁରକ୍ଷିତ ରଖିପାରିବା ସମ୍ଭବପର ଅଟେ ।ନିଜ ସ୍ଥି୍ତି ଗତି ଅସ୍ତିତ୍ବ ପ୍ରତି ଦୃଢ ବିଶ୍ବାସ ରହିବା ଓ ପ୍ରଗତି ର ପଥ ପାଇବାରେ ସମର୍ଥ ହେବେ ।ଆଜି ସୃଜନାତ୍ମକତା ଏବଂ କଳା ସମ୍ବନ୍ଧୀତ ପ୍ରବୃତ୍ତିଗୁଡ଼ିକ ପାଇଁ ଦିନ ଶ୍ରେଷ୍ଠ ଅଟେ।ଆଜିର ଶୁଭ ରଙ୍ଗ ଧଳା ପ୍ରତିକାର-ଘରର ଗୋଟିଏ କୋଣ ରେ ଲାଲ୍ ସୂତା ବାନ୍ଧନ୍ତୁ ।

ମୀନ

ମୀନ ରାଶି ର ବ୍ୟକ୍ତି ବିଶେଷ ମାନେ ଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । କାମରେ ସନ୍ତୋଷର ଭାବନା ଆସିବ। ବୃଦ୍ଧବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ।ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ସମ୍ଭାବନା ଅଛି ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ।ଆଜିର ଶୁଭ ରଙ୍ଗ କଳା ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Leave A Reply

Your email address will not be published.