Take a fresh look at your lifestyle.

୧୯ ଅକ୍ଟୋବର ୨୦୧୮ ଶୁକ୍ରବାର ଦଶହରା,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଏହି ୩ଟି ରାଶି କୁବେର ଖଜଣା ପାଇବେ ଆଜିଠୁ

0 109

ମେଷ

ଏହି ରାଶି ର ବ୍ୟକ୍ତି ମାନେ ବ୍ୟପାର ବଣିଜ କ୍ଷେତ୍ର ରେ ଲାଭ ବାନ ହୋଇପାରନ୍ତି । କୈଣସି କାର୍ଯ୍ଯ କରିବା ପୂ୍ର୍ବରୁ ଥରେ ଭାବି ଚିନ୍ତି କାମ କରନ୍ତୁ ।ପ୍ରେମ ସଂମ୍ପର୍କ ରେ ବାଧା ଉପୁଜି ପାରେ ।ଆପଣ ଙ୍କ ମନ ର ଚିନ୍ତା ଧାରା ବଢି ପାରେ । ଭଗବାନ ଗଣେଶ ଙ୍କ ପୁଜା କରାନ୍ତୁ ଖୁସିରେ ଦିନଟି କଟିବ ।ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଗୋଲାପୀ ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବୃଷ

ବୃଷ ରାଶିର ବ୍ୟକ୍ତି ବିଶେଷ ମାନଙ୍କ ନିଜର ବ୍ୟବସାୟ ରେ କ୍ଷେତୀ ହେବାର ସମ୍ଭାବନା ରହିଛି ଆପଣ ସାଇବାବ ଙ୍କୁ ଦର୍ଶନ କରନ୍ତୁ ସବୁ ସମସ୍ୟା ର ସମାଧାନ ହେବ ।ପରିବାରର ସମସ୍ତ ସଦସ୍ୟ ଙ୍କ ଠାରୁ ଭଲପାଇବା ମିଳି ପାରେ ମାନସିକ ରୂପରେ ପ୍ରସନ୍ନ ଏବଂ ଫୁର୍ତ୍ତିର ଅନୁଭବ ହେବ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଧଳାପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ

ମିଥୁନ ରାଶି ର ବ୍ୟକ୍ତି ବିଶେଷ ମାନେ ଆଗରୁ ରହି ଥିବା କାର୍ଯ୍ୟ ସଫଳ ହେବ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ ।ପରିବାରର ସମସ୍ତ ସଦସ୍ୟ ଙ୍କ ଠାରୁ ଭଲପାଇବା ମିଳି ପାରେ ବନ୍ଧୁ ଙ୍କ ସହ ଝଗଡା ହେବାର ସମ୍ଭାବନା ରହିଛି ପାରିବାର ଏକା ହେବାର ସମୟ ରହିଛି ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ କଳା ପ୍ରତିକାର- କଳା ବସ୍ତ୍ରୀ ଭିକାରି ଙ୍କୁ ଦାନ କରନ୍ତୁ ।

କର୍କଟ

ଏହି ରାଶି ର ବ୍ୟକ୍ତି ବିଷେଶ ମାନେ ନିଜର ମନରେ ବିଶ୍ବସ ଥିଲେ ଆପଣ ଙ୍କ ସବୁ କାର୍ଯ ସଫଳ ହେବେ । କୌଣସି ପରୋପକାର କାର୍ଯ୍ୟ ଆପଣଙ୍କ ଦ୍ଵାରା ହେବ କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ । ନିଜର ମନୋଭାବ ବଦଳାନ୍ତୁ ନଚେତ୍ ଆପଣ ଫସି ପାରନ୍ତି । କେତେକ ସ୍ଥାନ ରେ ଆପଣ ପ୍ରତିନ୍ଦଦିତା ଦେଖିବା ପାଇଁ ମିଳିବ ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନାଲି ପ୍ରତିକାର- ଶନିଦେବ ଙ୍କ ପାଖରେ ତେଲ ଢାଳନ୍ତୁ ।

ସିଂହ

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି ।ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ |ରାସ୍ଥାଘାଟ ରେ ଜଗିଛକି ଜାଆନ୍ତୁ । କୈଣସି ଘରୋଇ ଅସୁବିଧା ଉପୁଜି ପାରେ ।
ଦୁର ଯାତ୍ରା କରିବାର ସମ୍ବାବନା ରହିଛି ।କୈଣସି କାର୍ଯ୍ଯ କରିବା ପୂ୍ର୍ବରୁ ଥରେ ଭାବି ଚିନ୍ତି କାମ କରନ୍ତୁ ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ହଳଦିଆ ପ୍ରତିକାର-ଘରର ଗୋଟିଏ କୋଣ ରେ ଲାଲ୍ ସୂତା ବାନ୍ଧନ୍ତୁ ।

କନ୍ୟା

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ବ୍ୟବସାୟ କ୍ଷେତ୍ର ରେ ଲାବବାନ ହେବେ ଭାଇ ଭଉଣୀ ଙ୍କ ସଂମ୍ପର୍କ ରେ ବାଧା ଉପୁଜି ପାରେ ।ସଂସାରିକ କ୍ଷେତ୍ର ରେ ନିଜର ପ୍ରଭାବ ଦେଖାଇ ଲଜ୍ଜିତ ହୋଇପାରନ୍ତି ।ଆପଣଙ୍କ ମାନସିକ ଚାପ ବଢ଼ିପାରେ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନିଳ ପ୍ରତିକାର- ମନର ସମସ୍ତ ରାଗ କୁ ଦୁର କରନ୍ତୁ ।

ତୁଳା

ତୁଳା ରାଶି ର ବ୍ୟକ୍ତି ବିଶେଷ ଆଗରୁ ସାଇତି ରଖିଥିବା କିଛି ପୁରୁଣା ଜିନିଷ କ୍ଷେତି ହେବର ସମ୍ଭାବନା ରହିଛି । ବୁଦ୍ଧିମାନର ବ୍ୟକ୍ତି ସହିତ ମିଳାମିଶା ହୋଇପାରେ । ସାମାଜିକ ରୂପରେ ଅପମାନ ନ ହେଉ, ଏହାର ଧ୍ୟାନ ରଖିବେ। ନିଜର ମାନସିକ ଏକାଗ୍ରତା ବଢିବ ଓ କୈଣସି କ୍ଷେତ୍ର ରେ ଆପଣ ମିତ୍ର ଲାଭ କରିବେ । ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ସବୁଜ ପ୍ରତିକାର- କୈଣସି ଧାର୍ମିକ କାର୍ଯ୍ଯ ରେ ଯୋଗ ଦିଅନ୍ତୁ ।

ବିଛା

ଏହି ରାଶି ର ବ୍ୟକ୍ତି ମାନେ କୈଣସି କାରଣ ଯୋଗୁଁ ଆପଣଙ୍କ ମନରେ ଅଶାନ୍ତି ଦେଖାଜାଇପାରେ ନିଜର କୈଣସି କାଳ୍ପନିକ ମନଭାବ ଯୋଗୁଁ ଆପଣ ବସ୍ତତା ହୋଇପାରନ୍ତି ।ମୂଲ୍ୟ ବାନ ସମୟ କୁ ନଷ୍ଟ କରନ୍ତୁ ନାହିଁ କ୍ରୋଧର ମାତ୍ରା ବଢ଼ି ଯିବାରୁ କୌଣସି ବ୍ୟକ୍ତିଙ୍କ ସହିତ ଉଗ୍ର ଚର୍ଚ୍ଚା କିମ୍ବା ବିବାଦ ନ ହେଉ ମନରେ ବ୍ୟଗ୍ରତା ରହିବ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଗୋଲାପୀ ପ୍ରତିକାର-ମାତା ଲକ୍ଷ୍ମୀ ଙ୍କୁ ଧ୍ୟନ କରନ୍ତୁ ଶୁଭ ଫଳ ମିଳିବ

ଧନୁ

ଏହି ରାଶି ର ବ୍ୟକ୍ତି ବିଶେଷ ଆପଣ ଙ୍କ ପାଇଁ ଆଜିର ଦିନ ଟି ଖୁବ୍ ଭଲ ରହିଛି । ଆପଣଙ୍କ ଅନ୍ତରଙ୍ଗ ମୁହୁର୍ତ ଆପଣଙ୍କ ବନ୍ଧୁ ଙ୍କ ସହିତ କଟାଇବାକୁ ଯାଉଛନ୍ତି । ଯଦି କେହି ପ୍ରେମ ସଂମ୍ପର୍କ ରେ ଲିପ୍ତ ଥାଆନ୍ତି ତେବେ ଆପଣ ସଫଳ ହୋଇପାରନ୍ତି । ଆପଣଙ୍କ ଭାବନାତ୍ମକ ଚିନ୍ତାଯୋଗୁଁ ଆପଣ ଆଜି ଅସୁସ୍ଥତା ଅନୁଭବ କରିପାରନ୍ତି।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଧଳା ପ୍ରତିକାର- ଗ୍ରାମ ଦେବତୀ ଙ୍କୁ ଜାଇ ଦର୍ଶନ କରନ୍ତୁ ।

ମକର

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ନିଜର ଶତୃ ଉପରେ ଆପଣ ବିଜୟ ହାସଲ କରିପାରିବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କିଛି ଖୁସି ଖବର ମିଳିବ ନିଜର ବୁଦ୍ଧିମତା କାରଣ ରୁ ସବୁବେଳେ ଆଗରେ ରହିବେ ।ବିବାଦ କ୍ଷେତ୍ର ରେ ସୁଫଳ ଓ ଚର୍ତୁପାର୍ଶ୍ବ ରୁ ବହୁତ ଭଲ ଖବର ଆସିବାର ସମ୍ଭାବନା ରହିଛି । ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଘିଅ ପ୍ରତିକାର- ଚଣା ଡାଲି ମନ୍ଦିରରେ ଦାନ କରନ୍ତୁ ।

କୁମ୍ଭ

କୁମ୍ଭ ରାଶି ର ବ୍ଯକ୍ତି ବିଷେଶ ମାନେ ରାଜନୀତି ଓ ସମାଜ ସେବା କ୍ଷେତ୍ର ରେ ଆପଣ ବହୁତ ଭଲ ସୁଫଳ ପାଇବେ ।ନିଜର ଯୋଜନା ମୁତାବକ କାର୍ଯ୍ୟ କରି ଚାଲନ୍ତିୁ ନିଶ୍ଚିତ ସୁଫଳ ମିଳି ପାରିବ ।କୈଣସି ଜାଗା ମନଙ୍କରେ କରିଥିବା ନିବେଷ ରୁ ଟଙ୍କା ଅସୁରକ୍ଷିତ ରହିପାରେ ।ଗୃହ ବିବାଦର ସମାଧାନ ବାହାରିବ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ମାଟିଆ ପ୍ରତିକାର- ନିଷା ଓ ମଦ୍ୟ ପାନ କରନ୍ତୁ ନାହିଁ ।

ମୀନ

ମୀନ ରାଶି ର ବ୍ୟକ୍ତି ବିଶେଷ ମାନେ କୈଣସି ଦିଗ ରୁ ସାହାଯ୍ଯ ଓ ସହଯୋଗ ପ୍ରାପ୍ତି ନଘଟିଲେ ବି ବାଟ ଚାଲିବାର ତୃପ୍ତି ଆଶ୍ବାଦନ କରିବା ନିଶ୍ଚିତ ।ଶିକ୍ଷା କ୍ଷେତ୍ରରେ ଆଦୃତି ମମ୍ମାନ ପ୍ରତିଷ୍ଠା ଲାଭ ଭଳି ପ୍ରେରଣା ଦାୟୀ ସୁଯୋଗ ଆସି ପାରେ ।ଅନେକ ସମସ୍ୟା ର ସମାଧାନ ଦିଗ ଖୋଲିଯିବ ।ଅନେକ ଅସୁବିଧା କ୍ରମଶଃ ହ୍ରାସ ପାଇବାକୁ ନେଇ ଦୃଢ ଆସାବାଦୀ ଓ ମୋନବଳ ଯୁକ୍ତ ହେବେ । ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ସବୁଜ ପ୍ରତିକାର- ଅସହ୍ୟତା ଙ୍କୁ ସାହାଯ୍ୟ କରନ୍ତୁ ।

Leave A Reply

Your email address will not be published.