Loading...

୨୦ ଅକ୍ଟୋବର ୨୦୧୮ ଶନିବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଏହି ୪ଟି ରାଶି ଉପରେ ଶନିଦେବ କୃପା କରିବେ ଓ ସବୁ କାମ ପୂରଣ ହେବ

Loading...
0 3,756

ମେଷ

ଏହି ରାଶି ର ବ୍ୟକ୍ତି ମାନେ ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।ଅଚାନକ ଯାତ୍ରା କରିବାର ସଂଯୋଗ ହେବ। ତାଙ୍କର ପଛରେ ଖର୍ଚ୍ଚ କରିବାକୁ ପଡ଼ିବ। ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ । ବିପରୀତ ଲିଙ୍ଗ ପାତ୍ରମାନଙ୍କ ସହିତ ପରିଚୟ କିମ୍ବା ରୋମାନ୍ସର ସମ୍ଭାବନା ଅଛି। ଆଜିର ଶୁଭ ରଙ୍ଗ କ୍ଷଇରିଆ ।ପ୍ରତିକାର- ଶନିଦେବ ଙ୍କ ପାଖରେ ତେଲ ଢାଳନ୍ତୁ ।

ବୃଷ

ବୃଷ ରାଶିର ବ୍ୟକ୍ତି ବିଶେଷ ମାନଙ୍କ ଆପଣ ଆପଣଙ୍କ ଘର ଲୋକଙ୍କ ସହ ମଧ୍ୟ ଏକ ଗଭୀର ସମ୍ପର୍କ ମୁଳଦୁଆ ରଖିଛନ୍ତି । ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ। ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଆଜିର ଶୁଭ ରଙ୍ଗ ହଳଦିଆ । ପ୍ରତିକାର- ମନର ସମସ୍ତ ରାଗ କୁ ଦୁର କରନ୍ତୁ ।

ମିଥୁନ

ମିଥୁନ ରାଶି ର ବ୍ୟକ୍ତି ବିଶେଷ ମାନେ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ ।ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତିହେବ। ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ । ଆବଶ୍ୟକ କାମ ପଛରେ ଧନ ଖର୍ଚ୍ଚ ହେବ। ଆଜିର ଶୁଭ ରଙ୍ଗ ସବୁଜ ପ୍ରତିକାର- ବୃଦ୍ଧଙ୍କ ସେବା କରନ୍ତୁ ।

କର୍କଟ

ଏହି ରାଶି ର ବ୍ୟକ୍ତି ବିଷେଶ ମାନେ ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ।ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ। ଶାରୀରିକ ସ୍ଵାସ୍ଥ୍ୟ ଟିକେ ଖରାପ ହୋଇପାରେ ଆଜିର ଶୁଭ ରଙ୍ଗ ନାରଙ୍ଗୀ । ପ୍ରତିକାର- ଅରୁଆ ଚାଉଳ କାଉ ମାନଙ୍କୁ ଦିଅନ୍ତୁ ।ପ୍ରତିକାର-ଘରର ଗୋଟିଏ କୋଣ ରେ ଲାଲ୍ ସୂତା ବାନ୍ଧନ୍ତୁ ।

ସିଂହ

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ|ଦୈନିକ କାର୍ଯ୍ୟଗୁଡ଼ିକରେ ଅନୁକୂଳ ପରିସ୍ଥିତି ନିର୍ମିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ।ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ସମ୍ଭାବନା ଅଛି ପରିବାରରେ ଖୁସି ଏବଂ ଆନନ୍ଦର ମାହୌଲ ରହିବ। ଆଜିର ଶୁଭ ରଙ୍ଗ ନୀଳ । ପ୍ରତିକାର- ଗ୍ରାମ ଦେବତା ଙ୍କୁ ଜାଇ ଦର୍ଶନ କରନ୍ତୁ ।

କନ୍ୟା

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।ଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଘରସଜ୍ଜା ଉପରେ ବିଶେଷ ଧ୍ୟାନ ଦେବେ।ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ ଆଜିର ଶୁଭ ରଙ୍ଗ କଳା ପ୍ରତିକାର- ଶିବଙ୍କ ପାଖରେ ବେଲ ପତ୍ର ଚଢାନ୍ତୁ ।

ତୁଳା

ତୁଳା ରାଶି ର ବ୍ୟକ୍ତି ବିଶେଷ କାମରେ ସନ୍ତୋଷର ଭାବନା ଆସିବ। ବୃଦ୍ଧବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ।ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ ।ନୂଆ ଘରପାଇଁ ଦ୍ରବ୍ୟ କିଣିବାର ସଂଭାବନା ଅଛି।ସାଙ୍ଗ ଏବଂ ନିଜ ବନ୍ଧୁମାନଙ୍କ ତରଫରୁ ଭେଟ-ଉପହାର ମିଳିବାର ଆନନ୍ଦ ଅନୁଭବ କରିବେ। ଆଜିର ଶୁଭ ରଙ୍ଗ ଧଳା ପ୍ରତିକାର- ମନ୍ଦିରରେ ଭିକାରିଙ୍କୁ କିଛି ଦାନ କରନ୍ତୁ ।

ବିଛା

ଏହି ରାଶି ର ବ୍ୟକ୍ତି ମାନେ ଈଶ୍ଵର ଭକ୍ତି ଏବଂ ପୂଜା-ପାଠରେ ଆଜି ଦିନର ପ୍ରାରମ୍ଭ କରନ୍ତୁ।ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ଛାତ୍ର ଛାତ୍ରୀ ମାନେ ଅତ୍ୟାଧିକ ସାନସିକ ଚାପରେ ରହିବା ସମ୍ଭାବନା ରହିଛି । ଅଧିକାଶଂ ସ୍ଥଳ ରେ ସ୍ଥିତି ସୁଦୃଢ ହୋଇ ଉପଲବ୍ଧ ହେବ । ଆଜିର ଶୁଭ ରଙ୍ଗ ଗୋଲାପୀ ପ୍ରତିକାର- ଅସହ୍ୟତା ଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ

ଏହି ରାଶି ର ବ୍ୟକ୍ତି ବିଶେଷ ପ୍ରବଳ ଆର୍ଥିକ କ୍ଷେତି ଲୋକ ମାନଙ୍କ ନିନ୍ଦା ସହିବା କୁ ପଡିବ । ପାରିବାରିକ ଶାନ୍ତିର ମାହୌଲ ଆପଣଙ୍କ ମନକୁ ସ୍ଵସ୍ଥ ରଖିବ।ନିଜ ସ୍ଥି୍ତି ଗତି ଅସ୍ତିତ୍ବ ପ୍ରତି ଦୃଢ ବିଶ୍ବାସ ରହିବା ଓ ପ୍ରଗତି ର ପଥ ପାଇବାରେ ସମର୍ଥ ହେବେ । ସୁନ୍ଦର ବସ୍ତ୍ର କିମ୍ବା ବସ୍ତ୍ରାଭୂଷଣ କ୍ରୟ କରିବେ।ସମୟ ବହୁ ଦିଗ ରୁ ଅନୁକୂଳ ହେବ । ଆଜିର ଶୁଭ ରଙ୍ଗ ବାଦାମୀ ପ୍ରତିକାର- ନିଷା ଓ ମଦ୍ୟ ପାନ କରନ୍ତୁ ନାହିଁ ।

ମକର

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ବଚନ କୁ କୁସଳତା ଯୋଗ ନିଜକୁ ଉଚ୍ଛସ୍ଥିତି ରେ ସୁରକ୍ଷିତ ରଖିପାରିବା ସମ୍ଭବପର ଅଟେ ।ମାଙ୍ଗଳିକ କାର୍ଯ୍ଯ ରେ ଆୟୋଜନ ଆଖି ଦୃଶିଆ ହୋଇପାରେ ସ୍ବପରିବାରଜନଙ୍କ ଭାବମୃର୍ତ୍ତି କୁ ଆଧାର କରି ପତିଆରା ଅକ୍ଷୂର୍ଣ୍ଣ ରଖିହେବ ।କର୍ମ କ୍ଷେତ୍ର ରେ ସମସ୍ଯା ଲାଗି ରହିବ ।ଉଚ୍ଛବର୍ଗ ର ଲୋକ ମାନଙ୍କ ସେହ୍ନ ଶ୍ରଦ୍ଧା ଭାଜନ କରିବେ । ଆଜିର ଶୁଭ ରଙ୍ଗ ଆକାଶି ପ୍ରତିକାର- ଚଣା ଡାଲି ମନ୍ଦିରରେ ଦାନ କରନ୍ତୁ ।

କୁମ୍ଭ

କୁମ୍ଭ ରାଶି ର ବ୍ଯକ୍ତି ବିଷେଶ ମାନେ ଅନେକ ଅସୁବିଧା କ୍ରମଶଃ ହ୍ରାସ ପାଇବାକୁ ନେଇ ଦୃଢ ଆସାବାଦୀ ଓ ମୋନବଳ ଯୁକ୍ତ ହେବେ ।ଉଚ୍ଛଶାଯୁକ୍ତ ହେବେ ଓ ଗୁରୁଜନ ଙ୍କ ଆଶ୍ରୀବଦ ମିଳିବ ।ଶିକ୍ଷା କ୍ଷେତ୍ରରେ ଆଦୃତି ମମ୍ମାନ ପ୍ରତିଷ୍ଠା ଲାଭ ଭଳି ପ୍ରେରଣା ଦାୟୀ ସୁଯୋଗ ଆସି ପାରେ ।ସାମହିକ କ୍ଳାନ୍ତି ଓ ଶୀରୋପୀଡା ଲାଗି ରହିପାରେ । ଆଜିର ଶୁଭ ରଙ୍ଗ ସବୁଜ ପ୍ରତିକାର-ମାତା ଲକ୍ଷ୍ମୀ ଙ୍କୁ ଧ୍ୟନ କରନ୍ତୁ ଶୁଭ ଫଳ ମିଳିବ

ମୀନ

ମୀନ ରାଶି ର ବ୍ୟକ୍ତି ବିଶେଷ ମାନେ କୈଣସି ଦିଗ ରୁ ସାହାଯ୍ଯ ଓ ସହଯୋଗ ପ୍ରାପ୍ତି ନଘଟିଲେ ବି ବାଟ ଚାଲିବାର ତୃପ୍ତି ଆଶ୍ବାଦନ କରିବା ନିଶ୍ଚିତ ।କର୍ମ କ୍ଷେତ୍ର ମଧ୍ୟ ରେ ଦୈଡ ବୃଦ୍ଧି ମଧ୍ୟରେ ଲକ୍ଷ ସ୍ଥଳ ଆଡକୁ ପାଖେଇଯିବେ ।ରାଜନୀତି ଓ ସମାଜ ସେବା କ୍ଷେତ୍ର ରେ ଆପଣ ବହୁତ ଭଲ ସୁଫଳ ପାଇବେ ।ଆପଣ ଙ୍କ ପାଇଁ ଆଜିର ଦିନ ଟି ଖୁବ୍ ଭଲ ରହିଛି । ଆଜିର ଶୁଭ ରଙ୍ଗ ନାଲି । ପ୍ରତିକାର- କୈଣସି ଧାର୍ମିକ କାର୍ଯ୍ଯ ରେ ଯୋଗ ଦିଅନ୍ତୁ ।

Loading...
Loading...