Take a fresh look at your lifestyle.

୨୫ ଅକ୍ଟୋବର ୨୦୧୮ ଗୁରୁବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମା ଲକ୍ଷ୍ମୀ ଆଜିଠାରୁ ୨୧ ଦିନ ଏହି ୪ ରାଶି ଉପରେ କୃପା କରିବେ

0 105

ମେଷ

ଏହି ରାଶି ର ବ୍ୟକ୍ତି ମାନେ ଆଗରୁ ସାଇତି ରଖିଥିବା କିଛି ପୁରୁଣା ଜିନିଷ କ୍ଷେତି ହେବର ସମ୍ଭାବନା ରହିଛି ।ନିଜର ଆଳସ୍ୟ ପାଇଁ ଠକି ଯାଇପରନ୍ତି।ବୁଦ୍ଧିମାନର ବ୍ୟକ୍ତି ସହିତ ମିଳାମିଶା ହୋଇପାରେ ।ନିଜର ମାନସିକ ଏକାଗ୍ରତା ବଢିବ ଓ କୈଣସି କ୍ଷେତ୍ର ରେ ଆପଣ ମିତ୍ର ଲାଭ କରିବେ ।ମୂଲ୍ୟ ବାନ ସମୟ କୁ ନଷ୍ଟ କରନ୍ତୁ ନାହିଁ ।ମାନସିକ ରୂପରେ କାର୍ଯ୍ୟଭାର ଅଧିକ ରହିବ। ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ଧଳା । ପ୍ରତିକାର- ଚଣା ଡାଲି ମନ୍ଦିରରେ ଦାନ କରନ୍ତୁ ।

ବୃଷ

ବୃଷ ରାଶିର ବ୍ୟକ୍ତି ବିଶେଷ ମାନଙ୍କ କୈଣସି କାରଣ ଯୋଗୁଁ ଆପଣଙ୍କ ମନରେ ଅଶାନ୍ତି ଦେଖାଜାଇପାରେ ନିଜର କୈଣସି କାଳ୍ପନିକ ମନଭାବ ଯୋଗୁଁ ଆପଣ ବସ୍ତତା ହୋଇପାରନ୍ତି ।ଆପଣ ଙ୍କ ପାଇଁ ଆଜିର ଦିନ ଟି ଖୁବ୍ ଭଲ ରହିଛି ।ଆପଣଙ୍କ ଅନ୍ତରଙ୍ଗ ମୁହୁର୍ତ ଆପଣଙ୍କ ବନ୍ଧୁ ଙ୍କ ସହିତ କଟାଇବାକୁ ଯାଉଛନ୍ତି । ଚାକିରି କ୍ଷେତ୍ର ରେ ଆପଣ ସଫଳ ହୋଇପାରନ୍ତି । ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ନାରଙ୍ଗୀ । ପ୍ରତିକାର- ଗ୍ରାମ ଦେବତୀ ଙ୍କୁ ଜାଇ ଦର୍ଶନ କରନ୍ତୁ ।

ମିଥୁନ

ମିଥୁନ ରାଶି ର ବ୍ୟକ୍ତି ବିଶେଷ ମାନେ ରାଜନୀତି ଓ ସମାଜ ସେବା କ୍ଷେତ୍ର ରେ ଆପଣ ବହୁତ ଭଲ ସୁଫଳ ପାଇବେ ।ସମ୍ମାନ ପାଇବାର ଯୋଗ ରହିଛି ।ନିଜର ଯୋଜନା ମୁତାବକ କାର୍ଯ୍ୟ କରି ଚାଲନ୍ତିୁ ନିଶ୍ଚିତ ସୁଫଳ ମିଳି ପାରିବ ।ସ୍ବାସ୍ଥ କ୍ଷେତ୍ର ରେ ସୁଧାର ଆସିବ ।କୈଣସି ଜାଗା ମନଙ୍କରେ କରିଥିବା ନିବେଷ ରୁ ଟଙ୍କା ଅସୁରକ୍ଷିତ ରହିପାରେ ।ଗୃହ ବିବାଦର ସମାଧାନ ବାହାରିବ।ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ଘିଅ । ପ୍ରତିକାର-ମାତା ଲକ୍ଷ୍ମୀ ଙ୍କୁ ଧ୍ୟନ କରନ୍ତୁ ଶୁଭ ଫଳ ମିଳିବ

କର୍କଟ

ଏହି ରାଶି ର ବ୍ୟକ୍ତି ବିଷେଶ ମାନେ କର୍ମ କ୍ଷେତ୍ର ମଧ୍ୟ ରେ ଦୈଡ ବୃଦ୍ଧି ମଧ୍ୟରେ ଲକ୍ଷ ସ୍ଥଳ ଆଡକୁ ପାଖେଇଯିବେ ।ଉଚ୍ଚ ଶିକ୍ଷା ଯୋଜନା ରେ ଆଗୁସାର ହେବାର ସୁଯୋଗ ପାଇବେ ।ପ୍ରେମ ବ୍ୟପାରରେ ବିରହ ଜନିତ ଯନ୍ତ୍ରଣା ହେବ ।ସ୍ତ୍ର ଲୋକ ମାନଙ୍କ ପାଇଁ ସ୍ତ୍ରୀ ଜନିତ ରୋଗ ର ସମ୍ଭାବନା । ଏହା ନୂଆ ସମ୍ବନ୍ଧରେ ସଦଭାବ ବଢ଼ିବାର ମଧ୍ୟ ସମ୍ଭାବନା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପଢ଼ିବାଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ନୀଳ । ପ୍ରତିକାର- କୈଣସି ଧାର୍ମିକ କାର୍ଯ୍ଯ ରେ ଯୋଗ ଦିଅନ୍ତୁ ।

ସିଂହ

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଶିକ୍ଷା କ୍ଷେତ୍ରରେ ଆଦୃତି ମମ୍ମାନ ପ୍ରତିଷ୍ଠା ଲାଭ ଭଳି ପ୍ରେରଣା ଦାୟୀ ସୁଯୋଗ ଆସି ପାରେ ।ସାମହିକ କ୍ଳାନ୍ତି ଓ ଶୀରୋପୀଡା ଲାଗି ରହିପାରେ ।ପରିବାରରେ ଶୁଭ କାର୍ଯ୍ଯ ଅନୁଷ୍ଠିତ ହେବ ।ଅଧ୍ୟୟନ ଅଭିବୃଦ୍ଧି ଯୋଗ ରହିଛି ।ଅନେକ ସମସ୍ୟା ର ସମାଧାନ ଦିଗ ଖୋଲିଯିବ ।ଆଜିର ଦିନ ଆପଣଙ୍କପାଇଁ ମିଶ୍ରତ ଫଳଦାୟୀ ଅଟେ।ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ସବୁଜ । ପ୍ରତିକାର- ମନର ସମସ୍ତ ରାଗ କୁ ଦୁର କରନ୍ତୁ ।

କନ୍ୟା

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଅନେକ ଅସୁବିଧା କ୍ରମଶଃ ହ୍ରାସ ପାଇବାକୁ ନେଇ ଦୃଢ ଆସାବାଦୀ ଓ ମୋନବଳ ଯୁକ୍ତ ହେବେ ।ଉଚ୍ଛବର୍ଗ ର ଲୋକ ମାନଙ୍କ ସେହ୍ନ ଶ୍ରଦ୍ଧା ଭାଜନ କରିବେ । ଛାତ୍ର ଛାତ୍ରୀ ମାନେ ପରିଶ୍ରମ ଅନୁରୁପ ଫଳ ଲାଭ କରିବେ ।କର୍ମ କ୍ଷେତ୍ର ରେ ସମସ୍ଯା ଲାଗି ରହିବ ।ସ୍ବପରିବାରଜନଙ୍କ ଭାବମୃର୍ତ୍ତି କୁ ଆଧାର କରି ପତିଆରା ଅକ୍ଷୂର୍ଣ୍ଣ ରଖିହେବ ।ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ଖରିଆ । ପ୍ରତିକାର- ମା ସୋନ୍ତସି ଙ୍କ ପୂଜା ଅର୍ଚ୍ଚନା କରନ୍ତୁ ।

ତୁଳା

ତୁଳା ରାଶି ର ବ୍ୟକ୍ତି ବିଶେଷ ଉଗ୍ର ସ୍ଵଭାବ ଉପରେ ନିୟନ୍ତ୍ରଣ ରଖିବେ।ପ୍ରବଳ ଆର୍ଥିକ କ୍ଷେତି ଲୋକ ମାନଙ୍କ ନିନ୍ଦା ସହିବା କୁ ପଡିବ । ବ୍ୟପାର ବଣିଜ ରେ ଭୟଙ୍କର ପରିସ୍ଥିତି ଉପୁଜିବ । ଅଧିକାଶଂ ସ୍ଥଳ ରେ ସ୍ଥିତି ସୁଦୃଢ ହୋଇ ଉପଲବ୍ଧ ହେବ ।ଛାତ୍ର ଛାତ୍ରୀ ମାନେ ଅତ୍ୟାଧିକ ସାନସିକ ଚାପରେ ରହିବା ସମ୍ଭାବନା ରହିଛି । ଏହାର ପ୍ରଭାବ ବ୍ୟବସାୟ କ୍ଷେତ୍ରରେ ଦେଖିବାକୁ ମିଳିବ ଏବଂ ସେଥିରେ ଅସୁବିଧା ହୋଇପାରେ।ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ଫିକା ଲାଲ । ପ୍ରତିକାର- ଭଗବାନ ଶିବ ଙ୍କୁ ଡାକନ୍ତୁ ।

ବିଛା

ଏହି ରାଶି ର ବ୍ୟକ୍ତି ମାନେ ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ ।
ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଈଶ୍ଵର ଭକ୍ତି ଏବଂ ପୂଜା-ପାଠରେ ଆଜି ଦିନର ପ୍ରାରମ୍ଭ କରନ୍ତୁ।ସାଙ୍ଗ ଏବଂ ନିଜ ବନ୍ଧୁମାନଙ୍କ ତରଫରୁ ଭେଟ-ଉପହାର ମିଳିବାର ଆନନ୍ଦ ଅନୁଭବ କରିବେ।ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ହଳଦିଆ । ପ୍ରତିକାର-ଘରର ଗୋଟିଏ କୋଣ ରେ ଲାଲ୍ ସୂତା ବାନ୍ଧନ୍ତୁ ।

ଧନୁ

ଏହି ରାଶି ର ବ୍ୟକ୍ତି ବିଶେଷ ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ।କାମରେ ସନ୍ତୋଷର ଭାବନା ଆସିବ। ବୃଦ୍ଧବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ।ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ଗୋଲାପୀ । ପ୍ରତିକାର- ଶନିଦେବ ଙ୍କ ପାଖରେ ତେଲ ଢାଳନ୍ତୁ ।

ମକର

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଏକାଧିକ ପର୍ଯ୍ୟଟନର ମଧ୍ୟ ଆୟୋଜନ ହେବାର ସମ୍ଭାବନା ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ। ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ସମ୍ଭାବନା ଅଛି ଗୁରୁଜନମାନଙ୍କ ତଥା ମିତ୍ରମାନଙ୍କର ସାଥିରେ ଆପଣଙ୍କ ଦିନ ଆନନ୍ଦରେ ବିତିବ। ଯାତ୍ରା କରିପାରନ୍ତି। ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ କଳା . । ପ୍ରତିକାର- କଳା ବସ୍ତ୍ରୀ ଭିକାରି ଙ୍କୁ ଦାନ କରନ୍ତୁ ।

କୁମ୍ଭ

କୁମ୍ଭ ରାଶି ର ବ୍ଯକ୍ତି ବିଷେଶ ମାନେ ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ|ଦୈନିକ କାର୍ଯ୍ୟଗୁଡ଼ିକରେ ଅନୁକୂଳ ପରିସ୍ଥିତି ନିର୍ମିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ।ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ଧଳା । ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ

ମୀନ ରାଶି ର ବ୍ୟକ୍ତି ବିଶେଷ ମାନେ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ ।ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ । ଆଜି ଆପଣ କୌଣସି ପାରିବାରିକ ସମାରୋହରେ ଖୁବ୍ ଜମେଇକି ନାଚ଼ିବେ । ଆପଣ ଙ୍କ ପାଇଁ ଆଜିର ଶୁଭ ରଙ୍ଗ ନୀଳ । ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Leave A Reply

Your email address will not be published.