Loading...

09 ଅକ୍ଟୋବର ୨୦୧୯ ବୁଧବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାକାଳଙ୍କ କୃପା ବରଷିବ ଏହି ୨ଟି ରାଶି ଉପରେ

Loading...

ମେଷ :

ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି ।: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ। ଧର୍ମସ୍ଥାନକୁ ଯାତ୍ରା ଯୋଗ ରହିଛି। ଭାବିଥିବା କାମ ସ˚ପୂର୍ଣ୍ଣ ହୋଇଯିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ହେବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା:8।

ବୃଷ :

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ । ଆଜି ଆପଣଙ୍କ ବାଣୀର ଜାଦୁ କାହାକୁ ଅଭିଭୂତ କରି ଆପଣଙ୍କୁ ଲାଭ ଦେବ। ବାଣୀର ମାଧୁର୍ଯ୍ୟ ନୂଆ ସମ୍ବନ୍ଧ ସ୍ଥାପିତ କରିବାରେ ସହାୟତା କରିବ। ଶୁଭକାର୍ଯ୍ୟ କରିବାର ପ୍ରେରଣା ମିଳିବ ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା:9

ମିଥୁନ :

କମ୍‌ ପରିଶ୍ରମରେ ଯଥେଷ୍ଟ ସଫଳତା ପାଇବେ। ନୂଆ ବ୍ୟବସାୟ କରିବାକୁ ଭାବିବେ। ସରକାରୀ ଠିକାଦାରି କରୁଥିବା ବ୍ୟକ୍ତି ବିଶେଷଙ୍କର ଉନ୍ନତି ହେବ।ପାଣି ତଥା ଅନ୍ୟ ତରଳ ପଦାର୍ଥରୁ ସାବଧାନ ରୁହନ୍ତୁ। ପରିବାର କିମ୍ବା ଜମି ସମ୍ବନ୍ଧିତ ମାମଲାରେ ଚର୍ଚ୍ଚା ଏବଂ ଯାତ୍ରା ଟାଳିବାକୁ ଉପଦେଶ । ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: 5।

କର୍କଟ :

ଦିନଟି ସକାରାତ୍ମକ ଭରା ରହିବ। ଆପଣଙ୍କୁ କୌଣସି କାମରେ ଅନୁଭବି ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ। ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ନୂଆ ଦାୟିତ୍ବ ମିଳିପାରେ ।ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ । ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା:1।

ସିଂହ :

ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ । ପାରିବାରିକ ସଦସ୍ୟମାନଙ୍କ ସହିତ ସୁଖ- ଶାନ୍ତିରେ ଦିନ କଟିବ। ତାଙ୍କର ସହଯୋଗ ମିଳିବ। ଶୁଭରଙ୍ଗ: ମେରୁନ। ଶୁଭସ˚ଖ୍ୟା:7

କନ୍ୟା :

ଆପଣ ନିଜର ନିତି ଦିନିଆ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ଜୀବନସାଥୀଙ୍କୁ ଦେଇଥିବା କଥା ପୂରା କରିବେ।ଆଜି ଆପଣ ସବୁ ଚ଼ିନ୍ତା ପରିତ୍ୟାଗ କରି କିଛି ସମୟ ପରିବାର ଲୋକଙ୍କ ସହିତ କଟାଇବାକୁ ଚ଼ାହିଁବେ ।ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ ।ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ । ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: 3।

ତୁଳା :

ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି । ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା:1।

ବିଚ୍ଛା :

ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।ଚାକିରି- ଧନ୍ଦା କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରି, ଯାତ୍ରାର ଆୟୋଜନ କରିବେ, ବିବାହୋତ୍ସୁକ ଯୁବକ-ଯୁବତୀମାନଙ୍କର ବିବାହ ପାଇଁ ସୁବର୍ଣ୍ଣ ସୁଯୋଗ ଆସିବ। ପୁତ୍ର ତଥା ପତ୍ନୀଙ୍କଠାରୁ ଲାଭ ହେବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: 3

ଧେନୁ :

ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ । ଆଜିର ଦିନ ଶୁଭ ଫଳ ପ୍ରଦାନ କରିବ। ଗୃହସ୍ଥଜୀବନ ଆନନ୍ଦପ୍ରଦ ରହିବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଉପର ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ ।ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: 3 ।

ମକର :

ଆପଣଙ୍କର ଆତ୍ମବିଶ୍ବାସ ଦୋହଲି ପାରେ। ସମ୍ବନ୍ଧକୁ ମଜଭୁତ କରିବା ଲାଗି ଚେଷ୍ଟା କରିବେ।ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମାନସିକରୂପରେ ଆପଣଙ୍କର ସ୍ଵାସ୍ଥ୍ୟ ଭଲ ରହିବ ନାହିଁ। ସନ୍ତାନମାନଙ୍କ ସମ୍ବନ୍ଧିତ ପ୍ରଶ୍ନ ଆପଣଙ୍କୁ ଦୁଃଖୀ କରିବେ। ଧନର ନିରର୍ଥକ ବ୍ୟୟରେ ସମ୍ଭାଳି କରି ଚାଲିବେ। ଶୁଭରଙ୍ଗ: ଧଳା ଶୁଭସ˚ଖ୍ୟା: 5

କୁମ୍ଭ :

ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା:8।

ମୀନ :

ପୂଜାପାଠରେ ଆପଣଙ୍କ ମନ ଯଥେଷ୍ଟ ଲାଗି ରହିବ। ଲୋକ ମାନଙ୍କର ବିଶ୍ବାସ ଆପଣଙ୍କ ଉପରେ ରହିବ। ବ୍ୟବସାୟରେ ଚୁକ୍ତିପତ୍ର ହେବାର ସମ୍ଭାବନା ରହିଛି । ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ବିବାହ ସ୍ଥିର ହୋଇପାରେ ଦୈନିକ କାର୍ଯ୍ୟଗୁଡ଼ିକରେ ଛୁଟିକରି ଆଜି ବାହର ବୁଲିବାକୁ ଏବଂ ମନୋରଞ୍ଜନ ପ୍ରବୃତ୍ତି ପାଇଁ ସମୟ ବାହାର କରିପାରନ୍ତି। ପରିବାରର ଲୋକ ଏବଂ ମିତ୍ରମାନଙ୍କର ସମାବେଶ କରିବେ, । । ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା:2।

Loading...
Loading...