Loading...

୧୪ ମେ ୨୦୧୯ ମଙ୍ଗଳବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ହନୁମାନ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

Loading...
0 726

ମେଷ : ଛୋଟ ଛୋଟ କଥାରେ ଆଜି ଆପଣଙ୍କର ପରିବାର ଲୋକଙ୍କ ସହିତ ମତାନ୍ତର ହୋଇପାରେ । ଆଜି ଆପଣ ନିଜକୁ ବୋଧହୁଏ ଏକା ଅନୁଭବ କରିପାରନ୍ତି । ନିଜ ପରିବାରର ପସନ୍ଦ ଆପଣଙ୍କୁ ସମ୍ପୂର୍ଣ୍ଣ ଅଲଗା ବୋଲି ଆଜି ଆପଣ ମନେ କରିବେ ।  ଆଜି ଆପଣଙ୍କ ଶରୀରରେ ଆଳସ୍ୟ ରହିବ। ସ୍ଵାସ୍ଥ୍ୟ କିଛି ନରମ-ଗରମ ରହିବ। ମନରେ ଚିନ୍ତା ଏବଂ ବ୍ୟାକୁଳତା ରହିବ।

ବୃଷ : ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ ।  ପ୍ରଣୟ ପାଇଁ ଆଜି ଅନୁକୂଳ ଦିନ ଅଟେ। ଆଜିର ପ୍ରତ୍ୟେକ କାର୍ଯ୍ୟ ଆପଣ ଦୃଢ଼ ମନୋବଳ ଏବଂ ଆତ୍ମବିଶ୍ଵାସ ପୂର୍ବକ କରିବେ। ଯାତ୍ରା-ପର୍ଯ୍ୟଟନର ସମ୍ଭାବନା ଅଛି।

ମିଥୁନ : ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।  ଆଜି ଆପଣଙ୍କ ମନୋବଳ ଉଚ୍ଚା ରହିବା ସହିତ ଆପଣ ଆତ୍ମବିଶ୍ଵାସରେ ପରିପୂର୍ଣ୍ଣ ରହିବେ।

କର୍କଟ : ଆଜି ନିଜର ଧ୍ୟାନ ଏଠି ସେଠି ନ ଲଗେଇ ନିଜ କାର୍ଯ୍ୟରେ ମନୋନିବେଶ କରନ୍ତୁ । ଆପଣ ହୁଏତ ଏହି ସମୟ ଏକ ସମାରୋହ ଚାହାଁନ୍ତି । କିନ୍ତୁ ନିଜ ପରିବାର ସହ ସମୟ ବିତାନ୍ତୁ ଏବଂ ସେମାନଙ୍କ ସମସ୍ୟା ଉପରେ ଧ୍ୟାନ ଦିଅନ୍ତୁ ।  ଆଜି ଅଚାନକ ଧନ ଖର୍ଚ୍ଚର ଯୋଗ ଅଛି। ଏହି ଖର୍ଚ୍ଚ ସ୍ଵାସ୍ଥ୍ୟଗତ କାରଣରୁ ମଧ୍ୟ ହୋଇପାରେ କିମ୍ବା କୌଣସି ସାମାଜିକ କାର୍ଯ୍ୟ ପାଇଁ ମଧ୍ୟ ହୋଇପାରେ।

ସିଂହ : ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।  ଆଜିର ଦିନ ଶୁଭଫଳଦାୟୀ ହେବ। ବିବିଧ କ୍ଷେତ୍ରରେ ହେଉଥିବା ଲାଭରେ ଆପଣଙ୍କୁ ପ୍ରସନ୍ନତା ହେବ। ଆୟରେ ମଧ୍ୟ ବୃଦ୍ଧି ହୋଇପାରେ।

କନ୍ୟା : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ । ଆଜିର ଦିନ ଆପଣଙ୍କପାଇଁ ଶୁଭଫଳଦାୟୀ ଅଟେ। ଆଜି ଆପଣଙ୍କ ମନୋବଳ ଏବଂ ଆତ୍ମବିଶ୍ଵାସରେ ଦୃଢ଼ତା ଅନୁଭବ ହେବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ।

ତୁଳା : ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ । ଆଜି ନକାରାତ୍ମକ ମାନସିକତା ସହିତ ବ୍ୟବହାର ନ କରିବାକୁ ଉପଦେଶ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥ ରହିବେ। ମନରେ ଦୁଃଖ ଏବଂ ଅସନ୍ତୋଷର ଭାବନା ରହିବ। ଆଖିରେ ପୀଡ଼ା ହେବାର ଆଶଂକା ଅଛି।

ବିଚ୍ଛା : ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ  | ଉଗ୍ର ସ୍ଵଭାବ ଉପରେ ନିୟନ୍ତ୍ରଣ ରଖିବେ। ଶାରୀରିକ ଏବଂ ମାନସିକ ସ୍ତରରେ ଶିଥିଳତା ଅନୁଭବ କରିବେ। ଅଧିକ ପରିଶ୍ରମ ପରେ ମଧ୍ୟ ଅଳ୍ପ ସଫଳତା ପ୍ରାପ୍ତ ହେବ। ସନ୍ତାନମାନଙ୍କର ବିଷୟରେ ମଧ୍ୟ ଆପଣଙ୍କୁ ଚିନ୍ତା ରହିବ।

ଧନୁ : ବାହାରେ ଭ୍ରମଣ କରି କିଛି ମସୟ କାଟନ୍ତୁ । ପ୍ରକୃତିର ବିଭବ ବସ୍ତୁକୁ ଭଲ ପାଇବେ ଏବଂ ଏହାକୁ ଉପଭୋଗ କରିବେ ।ଏଣୁ ଆପଣଙ୍କୁ ଘର ଚାରିକାନ୍ଥ ଗେରରୁ ବାହାରିବାକୁ ଯେଉଁ ଛୁଟିଦିନ ପାଉଛନ୍ତି ଭ୍ରମଣ ଯୋଜନା କଲେ ଆଶ୍ୱସ୍ତି ମିଳିବ । ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।

ମକର : ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି । ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।

କୁମ୍ଭ :ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ ।ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ । ନୂଆ ପରିଯୋଜନାର ପ୍ରାରମ୍ଭ କରିବା ପାଇଁ ଆଜି ଦିନ ଶୁଭ ଅଟେ। ସରକାରଙ୍କର ତରଫରୁ ଲାଭ ହେବାର ମଧ୍ୟ ସମ୍ଭାବନା ଅଛି।

ମୀନ : ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।  ଆଜି ଆତ୍ମବିଶ୍ଵାସର ମାତ୍ରା ଆପଣଙ୍କର ଅଧିକ ରହିବ। କୌଣସି କାର୍ଯ୍ୟକୁ କରିବା ପାଇଁ ନିର୍ଣ୍ଣୟ ତୁରନ୍ତ ନେବେ। ପିତା ଏବଂ ବଡ଼ମାନଙ୍କଠାରୁ ଲାଭ ହେବ।

Loading...
Loading...