Loading...

ଅକ୍ଟୋବର 04 ତାରିଖ ଗୁରୁବାର କେମିତି କଟିବ ଆଜିର ଦିନ ।

0 148

ମେଷ

ଏହି ରାଶି ର ବ୍ୟକ୍ତି ମାନେ ଆପଣ ଙ୍କ ମନ ର ଚିନ୍ତା ଧାରା ବଢି ପାରେ । ବ୍ୟପାର ବଣିଜ କ୍ଷେତ୍ର ରେ ଲାଭ ବାନ ହୋଇପାରନ୍ତି । ଆପଣ ଙ୍କ ପାଇଁ ଆଜିର ଦିନ ଘାତ ଚନ୍ଦ୍ର ଅଛି । କୈଣସି କାର୍ଯ୍ଯ କରିବା ପୂ୍ର୍ବରୁ ଥରେ ଭାବି ଚିନ୍ତି କାମ କରନ୍ତୁ ।ପ୍ରେମ ସଂମ୍ପର୍କ ରେ ବାଧା ଉପୁଜି ପାରେ ।ନିଜର ବ୍ୟବସାୟ ରେ କ୍ଷେତୀ ହେବାର ସମ୍ଭାବନା ରହିଛି ଆପଣ ସାଇବାବ ଙ୍କୁ ଦର୍ଶନ କରନ୍ତୁ ସବୁ ସମସ୍ୟା ର ସମାଧାନ ହେବ ।

ବୃଷ

ବୃଷ ରାଶିର ବ୍ୟକ୍ତି ବିଶେଷ ମାନଙ୍କ ଆଗରୁ ରହି ଥିବା କାର୍ଯ୍ୟ ସଫଳ ହେବ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ ।ପରିବାରର ସମସ୍ତ ସଦସ୍ୟ ଙ୍କ ଠାରୁ ଭଲପାଇବା ମିଳି ପାରେ ବନ୍ଧୁ ଙ୍କ ସହ ଝଗଡା ହେବାର ସମ୍ଭାବନା ରହିଛି ପାରିବାର ଏକା ହେବାର ସମୟ ରହିଛି ।ନିଜର ମନରେ ବିଶ୍ବସ ଥିଲେ ଆପଣ ଙ୍କ ସବୁ କାର୍ଯ ସଫଳ ହେବେ । କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ ।

ମିଥୁନ

ମିଥୁନ ରାଶି ର ବ୍ୟକ୍ତି ବିଶେଷ ମାନେ ନିଜର ମନୋଭାବ ବଦଳାନ୍ତୁ ନଚେତ୍ ଆପଣ ଫସି ପାରନ୍ତି ।କେତେକ ସ୍ଥାନ ରେ ଆପଣ ପ୍ରତିନ୍ଦଦିତା ଦେଖିବା ପାଇଁ ମିଳିବ ।ରାସ୍ଥାଘାଟ ରେ ଜଗିଛକି ଜାଆନ୍ତୁ । ଧାର୍ମିକ ଜିନିଷ ଆଡକୁ ମନ ଟାଣିପାରେ ।କୈଣସି ଘରୋଇ ଅସୁବିଧା ଉପୁଜି ପାରେ । ଦୁର ଯାତ୍ରା କରିବାର ସମ୍ବାବନା ରହିଛି ।ନିଜର ବ୍ୟବସାୟ ରେ କ୍ଷେତୀ ହେବାର ସମ୍ଭାବନା ରହିଛି ଆପଣ ସାଇବାବ ଙ୍କୁ ଦର୍ଶନ କରନ୍ତୁ ସବୁ ସମସ୍ୟା ର ସମାଧାନ ହେବ ।

କର୍କଟ

ଏହି ରାଶି ର ବ୍ୟକ୍ତି ବିଷେଶ ମାନେ ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ ।
କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ । ରାସ୍ଥାଘାଟ ରେ ଜଗିଛକି ଜାଆନ୍ତୁ । ଧାର୍ମିକ ଜିନିଷ ଆଡକୁ ମନ ଟାଣିପାରେ ।ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ ।

ସିଂହ

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ ।କର୍ମ କ୍ଷେତ୍ର ମଧ୍ୟ ରେ ଦୈଡ ବୃଦ୍ଧି ମଧ୍ୟରେ ଲକ୍ଷ ସ୍ଥଳ ଆଡକୁ ପାଖେଇଯିବେ ।ନିଜର ଯୋଜନା ମୁତାବକ କାର୍ଯ୍ୟ କରି ଚାଲନ୍ତିୁ ନିଶ୍ଚିତ ସୁଫଳ ମିଳି ପାରିବ ।ନିଜର ଶତୃ ଉପରେ ଆପଣ ବିଜୟ ହାସଲ କରିପାରିବେ । ମୂଲ୍ୟ ବାନ ସମୟ କୁ ନଷ୍ଟ କରନ୍ତୁ ନାହିଁ ।ଈଶ୍ଵର ଭକ୍ତି ଏବଂ ପୂଜା-ପାଠରେ ଆଜି ଦିନର ପ୍ରାରମ୍ଭ କରନ୍ତୁ।

କନ୍ୟା

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ।ସ୍ତ୍ରୀ ଲୋକ ମାନଙ୍କ ପାଇଁ ସ୍ତ୍ରୀ ଜନିତ ରୋଗ ର ସମ୍ଭାବନା । ଆୟ ଠାରୁ ବ୍ୟୟ ଅଧିକ ହୋଇପାରେ ପ୍ରେମ ସଂମ୍ପର୍କ ସୁଦୃଢ ରହିବ ।ସାଙ୍ଗ ଏବଂ ନିଜ ବନ୍ଧୁମାନଙ୍କ ତରଫରୁ ଭେଟ-ଉପହାର ମିଳିବାର ଆନନ୍ଦ ଅନୁଭବ କରିବେ।ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ ।

ତୁଳା

ତୁଳା ରାଶି ର ବ୍ୟକ୍ତି ବିଶେଷ କୈଣସି ଦିଗ ରୁ ସାହାଯ୍ଯ ଓ ସହଯୋଗ ପ୍ରାପ୍ତି ନଘଟିଲେ ବି ବାଟ ଚାଲିବାର ତୃପ୍ତି ଆଶ୍ବାଦନ କରିବା ନିଶ୍ଚିତ ।ଉଚ୍ଚ ଶିକ୍ଷା ଯୋଜନା ରେ ଆଗୁସାର ହେବାର ସୁଯୋଗ ପାଇବେ ।ଉଚ୍ଛଶାଯୁକ୍ତ ହେବେ ଓ ଗୁରୁଜନ ଙ୍କ ଆଶ୍ରୀବଦ ମିଳିବ ।ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ

ବିଛା

ଏହି ରାଶି ର ବ୍ୟକ୍ତି ମାନେ ବିବାଦ କ୍ଷେତ୍ର ରେ ସୁଫଳ ଓ ଚର୍ତୁପାର୍ଶ୍ବ ରୁ ବହୁତ ଭଲ ଖବର ଆସିବାର ସମ୍ଭାବନା ରହିଛି । ପରିଶ୍ରମ ଅଧିକ କରିବେ ପରନ୍ତୁ ଫଳ କମ ମିଳିବ।ଈଶ୍ଵର ଭକ୍ତି ଏବଂ ପୂଜା-ପାଠରେ ଆଜି ଦିନର ପ୍ରାରମ୍ଭ କରନ୍ତୁ।ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ ।

ଧନୁ

ଏହି ରାଶି ର ବ୍ୟକ୍ତି ବିଶେଷ ଅଧିକାଶଂ ସ୍ଥଳ ରେ ସ୍ଥିତି ସୁଦୃଢ ହୋଇ ଉପଲବ୍ଧ ହେବ ।ନିଜର ବୁଦ୍ଧିମତା କାରଣ ରୁ ସବୁବେଳେ ଆଗରେ ରହିବେ । ଆଗରୁ ସାଇତି ରଖିଥିବା କିଛି ପୁରୁଣା ଜିନିଷ କ୍ଷେତି ହେବର ସମ୍ଭାବନା ରହିଛି ।ଧାର୍ମିକ ଜିନିଷ ଆଡକୁ ମନ ଟାଣିପାରେ ।କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ ।

ମକର

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ ।ଆପଣ ଙ୍କ ପାଇଁ ଆଜିର ଦିନ ଘାତ ଚନ୍ଦ୍ର ଅଛି । ବ୍ୟବସାୟ କ୍ଷେତ୍ର ରେ ଲାବବାନ ହେବେ ଭାଇ ଭଉଣୀ ଙ୍କ ସଂମ୍ପର୍କ ରେ ବାଧା ଉପୁଜି ପାରେ । ନୂଆ ଯୋଜନାକୁ ଅମଳରେ ଆଣିବା ପାଇଁ ଶୁଭ ଦିନ ଅଟେ। ଚାକିରିପେଶା ଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କ ତଥା ସରକାରଙ୍କ ତରଫରୁ ପରିଶ୍ରମର ଭଲ ଫଳ ମିଳିବ।

କୁମ୍ଭ

କୁମ୍ଭ ରାଶି ର ବ୍ଯକ୍ତି ବିଷେଶ ମାନେ ବ୍ୟବସାୟ କ୍ଷେତ୍ର ରେ ଲାବବାନ ହେବେ ଭାଇ ଭଉଣୀ ଙ୍କ ସଂମ୍ପର୍କ ରେ ବାଧା ଉପୁଜି ପାରେ ।ଆପଣଙ୍କ ମାନସିକ ଚାପ ବଢ଼ିପାରେ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ । ନିଜର ମାନସିକ ଏକାଗ୍ରତା ବଢିବ ଓ କୈଣସି କ୍ଷେତ୍ର ରେ ଆପଣ ମିତ୍ର ଲାଭ କରିବେ ।

ମୀନ

ମୀନ ରାଶି ର ବ୍ୟକ୍ତି ବିଶେଷ ମାନେ ଭଉଣୀମାନଙ୍କ ତଥା ମିତ୍ରମାନଙ୍କ ସହିତ ଆନନ୍ଦପୂର୍ବକ ସମୟ କଟିବ।କୈଣସି ଦିଗ ରୁ ସାହାଯ୍ଯ ଓ ସହଯୋଗ ପ୍ରାପ୍ତି ନଘଟିଲେ ବି ବାଟ ଚାଲିବାର ତୃପ୍ତି ଆଶ୍ବାଦନ କରିବା ନିଶ୍ଚିତ ।ଉଚ୍ଚ ଶିକ୍ଷା ଯୋଜନା ରେ ଆଗୁସାର ହେବାର ସୁଯୋଗ ପାଇବେ ।କାମରେ ସନ୍ତୋଷର ଭାବନା ଆସିବ। ବୃଦ୍ଧବୃଦ୍ଧାଙ୍କର ସେବାକରୀ ଖାଇବାକୁ ଦିଅନ୍ତୁ।

Loading...
Loading...