Loading...

୫ ଅକ୍ଟୋବର ୨୦୧୮ ଶୁକ୍ରବାର,ଆଜିର ରାଶିଫଳ। ଆଜିଠୁ ହେବ ମହା ସଂଯୋଗ ଏହି ୨ଟି ରାଶିର ଭାଗ୍ୟ ଚମକି ଉଠିବ

0 137

ମେଷ

ଏହି ରାଶି ର ବ୍ୟକ୍ତି ମାନେ କୈଣସି ଦିଗ ରୁ ସାହାଯ୍ଯ ଓ ସହଯୋଗ ପ୍ରାପ୍ତି ନଘଟିଲେ ବି ବାଟ ଚାଲିବାର ତୃପ୍ତି ଆଶ୍ବାଦନ କରିବା ନିଶ୍ଚିତ । କର୍ମ କ୍ଷେତ୍ର ମଧ୍ୟ ରେ ଦୈଡ ବୃଦ୍ଧି ମଧ୍ୟରେ ଲକ୍ଷ ସ୍ଥଳ ଆଡକୁ ପାଖେଇଯିବେ ।ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ ମାଙ୍ଗଳିକ କାର୍ଯ୍ଯ ରେ ଆୟୋଜନ ଆଖି ଦୃଶିଆ ହୋଇପାରେ ।ଆପଣଙ୍କ ପାଇଁ ଆଜିର ଦିନ ରେ ଶୁଭ ରଙ୍ଗ ନୀଳ ।ଆପଣ ଆଜିର ଦିନ ରେ ମାଁ ଅମ୍ବିକା ଙ୍କୁ ଧ୍ୟନ କରନ୍ତୁ ବହୁତ ସଫଳ ମିଳିବ ।

ବୃଷ

ବୃଷ ରାଶିର ବ୍ୟକ୍ତି ବିଶେଷ ମାନଙ୍କ ଶିକ୍ଷା କ୍ଷେତ୍ରରେ ଆଦୃତି ମମ୍ମାନ ପ୍ରତିଷ୍ଠା ଲାଭ ଭଳି ପ୍ରେରଣା ଦାୟୀ ସୁଯୋଗ ଆସି ପାରେ ।ସାମହିକ କ୍ଳାନ୍ତି ଓ ଶୀରୋପୀଡା ଲାଗି ରହିପାରେ । ପ୍ରେମ ବ୍ୟପାରରେ ବିରହ ଜନିତ ଯନ୍ତ୍ରଣା ହେବ ।ଗୃହ ବିବାଦର ସମାଧାନ ବାହାରିବ।ଆପଣଙ୍କ ପାଇଁ ଆଜିର ଦିନ ରେ ଶୁଭ ରଙ୍ଗ ଲାଲି ।ଆପଣ ଆଜିର ଦିନ ରେ ବୃଦ୍ଧ ଙ୍କୁ ଖାଇବା ପାଇଁ ଦିଅନ୍ତୁ ।

ମିଥୁନ

ମିଥୁନ ରାଶି ର ବ୍ୟକ୍ତି ବିଶେଷ ମାନେ ଆପଣଙ୍କ ମାନସିକ ଚାପ ବଢ଼ିପାରେ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ ।ଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ ।ଏକାଧିକ ପର୍ଯ୍ୟଟନର ମଧ୍ୟ ଆୟୋଜନ ହେବାର ସମ୍ଭାବନା ଓ ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଧଳା । ଏହା ସହିତ ଆପଣ ଆଜି ଦିନ ରେ ମାହା ଦେବଙ୍କୁ ଡାକନ୍ତୁ ବହୁତ ଭଲ ସୁଫଳ ମିଳିବ ।

କର୍କଟ

ଏହି ରାଶି ର ବ୍ୟକ୍ତି ବିଷେଶ ମାନେ ବୁଦ୍ଧିମାନର ବ୍ୟକ୍ତି ସହିତ ମିଳାମିଶା ହୋଇପାରେ । ବ୍ୟବସାୟ କ୍ଷେତ୍ର ରେ ଲାବବାନ ହେବେ ଭାଇ ଭଉଣୀ ଙ୍କ ସଂମ୍ପର୍କ ରେ ବାଧା ଉପୁଜି ପାରେ ।ସଂସାରିକ କ୍ଷେତ୍ର ରେ ନିଜର ପ୍ରଭାବ ଦେଖାଇ ଲଜ୍ଜିତ ହୋଇପାରନ୍ତି ।ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନୀଳ । ଆପଣ ଅରୁଆ ଚାଉଳ କିଛି କୁଆ କୁ ଦିଅନ୍ତୁ ।

ସିଂହ

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଆପଣଙ୍କ ଅନ୍ତରଙ୍ଗ ମୁହୁର୍ତ ଆପଣଙ୍କ ବନ୍ଧୁ ଙ୍କ ସହିତ କଟାଇବାକୁ ଯାଉଛନ୍ତି । କିଛି ବି କରିବା ପୂର୍ବରୁ ଆପଣ ବଡମାନଙ୍କ ସହ ଟିକିଏ ଆଲୋଚନା କରନ୍ତୁ । ବ୍ୟପାର ବଣିଜ କ୍ଷେତ୍ର ରେ ଲାଭ ବାନ ହୋଇପାରନ୍ତି । ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ। ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ କଳା । ଆପମଙ୍କ ପାଇଁ ଆଜିର ପ୍ରତି କାର ରହିଛି କି ଆପଣ ଗୋଟିଏ କଳା କୁକୁର ର ସେବା କରନ୍ତୁ ।

କନ୍ୟା

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ଈଶ୍ଵର ଭକ୍ତି ଏବଂ ପୂଜା-ପାଠରେ ଆଜି ଦିନର ପ୍ରାରମ୍ଭ କରନ୍ତୁ।ସମୟ ବହୁ ଦିଗ ରୁ ଅନୁକୂଳ ହେବ ।ବେଳେ କିନ୍ତୁ ଦେହ ପ୍ରିଡା ସ୍ପୁତିହାନିକ ର କାରଣ ହେବ ।ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନୀଳ ।

ତୁଳା

ତୁଳା ରାଶି ର ବ୍ୟକ୍ତି ବିଶେଷ ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ ।ଉଚ୍ଚ ଶିକ୍ଷା ଯୋଜନା ରେ ଆଗୁସାର ହେବାର ସୁଯୋଗ ପାଇବେ ।ପ୍ରେମ ବ୍ୟପାରରେ ବିରହ ଜନିତ ଯନ୍ତ୍ରଣା ହେବ ।ନିଜର ଯୋଜନା ମୁତାବକ କାର୍ଯ୍ୟ କରି ଚାଲନ୍ତିୁ ନିଶ୍ଚିତ ସୁଫଳ ମିଳି ପାରିବ ।ନିଜର ବୁଦ୍ଧିମତା କାରଣ ରୁ ସବୁବେଳେ ଆଗରେ ରହିବେ । ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ହଳଦିଆ ।

ବିଛା

ଏହି ରାଶି ର ବ୍ୟକ୍ତି ମାନେ କୈଣସି ଜାଗା ମନଙ୍କରେ କରିଥିବା ନିବେଷ ରୁ ଟଙ୍କା ଅସୁରକ୍ଷିତ ରହିପାରେ ।କୈଣସି ଦିଗ ରୁ ସାହାଯ୍ଯ ଓ ସହଯୋଗ ପ୍ରାପ୍ତି ନଘଟିଲେ ବି ବାଟ ଚାଲିବାର ତୃପ୍ତି ଆଶ୍ବାଦନ କରିବା ନିଶ୍ଚିତ ।ଅନେକ ଅସୁବିଧା କ୍ରମଶଃ ହ୍ରାସ ପାଇବାକୁ ନେଇ ଦୃଢ ଆସାବାଦୀ ଓ ମୋନବଳ ଯୁକ୍ତ ହେବେ ।ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନୀଳ ଆପଣ ପାଇଁ ଆଜିର ପ୍ରତିକାର ଗୁଡ ଓ ରୁଟି ଗାଈ କୁ ଖାଇବା ପାଇଁ ଦିଅନ୍ତୁ ।

ଧନୁ

ଏହି ରାଶି ର ବ୍ୟକ୍ତି ବିଶେଷ ବ୍ୟପାର ବଣିଜ କ୍ଷେତ୍ର ରେ ଲାଭ ବାନ ହୋଇପାରନ୍ତି । କୈଣସି କାର୍ଯ୍ଯ କରିବା ପୂ୍ର୍ବରୁ ଥରେ ଭାବି ଚିନ୍ତି କାମ କରନ୍ତୁ ।ଆପଣ ଙ୍କ ମନ ର ଚିନ୍ତା ଧାରା ବଢି ପାରେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ବନ୍ଧୁ ଙ୍କ ସହ ଝଗଡା ହେବାର ସମ୍ଭାବନା ରହିଛି ପାରିବାର ଏକା ହେବାର ସମୟ ରହିଛି । ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ନୀଳ

ମକର

ଏହି ରାଶି ର ବ୍ୟକ୍ତି ବିଶେଷ ମାନେ ଆପଣଙ୍କ ମାନସିକ ଚାପ ବଢ଼ିପାରେ ବୋଧହୁଏ ଆପଣଙ୍କ ଆଖପାଖ ଲୋକ ମାନଙ୍କ ପାଈଁ ନିଜକୁ ନିରାସ ହେବାକୁ ପଡି ପାରେ ।ବୁଦ୍ଧିମାନର ବ୍ୟକ୍ତି ସହିତ ମିଳାମିଶା ହୋଇପାରେ । ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ସମ୍ଭାବନା ଅଛି ।ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଧଳା ।ପ୍ରତିକାର ଗୁଡ ଓ ରୁଟି କୁକୁର କୁ ଖାଇବା ପାଇଁ ଦିଅନ୍ତୁ ।

କୁମ୍ଭ

କୁମ୍ଭ ରାଶି ର ବ୍ଯକ୍ତି ବିଷେଶ ମାନେ ନିଜ ସ୍ଥି୍ତି ଗତି ଅସ୍ତିତ୍ବ ପ୍ରତି ଦୃଢ ବିଶ୍ବାସ ରହିବା ଓ ପ୍ରଗତି ର ପଥ ପାଇବାରେ ସମର୍ଥ ହେବେ ।ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ ।ସାମହିକ କ୍ଳାନ୍ତି ଓ ଶୀରୋପୀଡା ଲାଗି ରହିପାରେ ।ନିଜର ଶତୃ ଉପରେ ଆପଣ ବିଜୟ ହାସଲ କରିପାରିବେ । ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ଲାଲି ।ପ୍ରତିକାର ହଳଦୀ ଚନ୍ଦନ ବାଳରେ ଲଗାନ୍ତୁ ।

ମୀନ

ମୀନ ରାଶି ର ବ୍ୟକ୍ତି ବିଶେଷ ମାନେ ପ୍ରେମ ବ୍ୟପାରରେ ବିରହ ଜନିତ ଯନ୍ତ୍ରଣା ହେବ ।ପରିବାରରେ ଶୁଭ କାର୍ଯ୍ଯ ଅନୁଷ୍ଠିତ ହେବ ।ଉଚ୍ଛବର୍ଗ ର ଲୋକ ମାନଙ୍କ ସେହ୍ନ ଶ୍ରଦ୍ଧା ଭାଜନ କରିବେ । ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ।ଛାତ୍ର ଛାତ୍ରୀ ମାନେ ଅତ୍ୟାଧିକ ସାନସିକ ଚାପରେ ରହିବା ସମ୍ଭାବନା ରହିଛି । । ଆପଣଙ୍କ ପାଇଁ ଆଜିର ଶୁଭ ରଙ୍ଗ ହଳଦିଆ । ପ୍ରତିକାର ବାପା ମାଙ୍କ ପରାମର୍ଶ ନିଅନ୍ତୁ ।

Loading...
Loading...